୨୮ରେ ସମ୍ବଲପୁର ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ
ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ । ଆସନ୍ତା ୨୮ରେ ସମ୍ବଲପୁର ଗସ୍ତ କରିବେ ଗୃହ ମନ୍ତ୍ରୀ ଅମିତ ଶାହ । ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରିବେ । ଏହାପରେ ତିନି ଚାରୋଟି ପ୍ରକଳ୍ପର ଶୁଭ ଉଦ୍ଘାଟନ…
ନୂଆବର୍ଷରେ ମିଳିବ ସୁଭଦ୍ରା ଟଙ୍କା: ପ୍ରଭାତୀ ପରିଡ଼ା
ଆସନ୍ତା ଜାନୁଆରୀ ମାସରେ ମିଳିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଜାନୁଆରୀରେ ମିଳିବ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଜାନୁଆରୀରେ ମିଳିବ।…
ଶ୍ରୀମନ୍ଦିରରେ ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ: ଅରବିନ୍ଦ ପାଢ଼ୀ
ଶ୍ରୀମନ୍ଦିରରେ ବିଶୃଙ୍ଖଳା ଅଭିଯୋଗରେ ୨ ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ମୁଖ ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ବିଶ୍ବନାଥ ଖୁଣ୍ଟିଆଙ୍କୁ ଶ୍ରୀମନ୍ଦିର ଆଇନ୍ 21-A ଧାରା ଅନୁସାରେ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି।…
ସଂସଦରେ ଠେଲାପେଲା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ସଂସଦରେ ଘଟିଥିବା ଠେଲାପେଲା ଘଟଣାର ଯାଞ୍ଚ ଏବଂ ତଦନ୍ତ କରିବ ଦିଲ୍ଲୀ ପୁଲିସ କ୍ରାଇମବ୍ରାଞ୍ଚ। ଏ ନେଇ ଉଭୟ ବିଜେପି ଏବଂ କଂଗ୍ରେସ ପକ୍ଷରୁ ସଂସଦ ମାର୍ଗ ଥାନାରେ ଏତଲା ଦିଆଯାଇଥିଲା। ଉଭୟ ଅଭିଯୋଗ ଉପରେ କ୍ରାଇମବ୍ରାଞ୍ଚ ତଦନ୍ତ କରିବ। ପୁଲିସ…
ଜେପିସିକୁ ଗଲା ଓଏନ୍ଓଇ ବିଧେୟକ
ଏକ ଦେଶ, ଏକ ନିର୍ବାଚନ (ଓଏନ୍ଓଇ) କରିବା ଲାଗି ଆଗତ କରାଯାଇଥିବା ଦୁଇ ବିଧେୟକକୁ ଯୁଗ୍ମ ସଂସଦୀୟ କମିଟି (ଜେପିସି)କୁ ପଠାଯାଇଛି। ଶୁକ୍ରବାର ବାଚସ୍ପତି ଓମ୍ ବିର୍ଲା ସମ୍ବିଧାନ (୧୨୯ତମ ସଂଶୋଧନ) ବିଧେୟକ ୨୦୨୪ ଓ କେନ୍ଦ୍ରଶାସିତ ଅଞ୍ଚଳ (ସଂଶୋଧନ) ବିଧେୟକ…
ରବିବାର ହେବନି ପଥୋତ୍ସବ- ବିଏମ୍ସି
ଭୁବନେଶ୍ୱର : ରବିବାର ଡିସେମ୍ବର ୨୨ ତାରିଖରେ ହେବାକୁ ଥିବା ପଥୋତ୍ସବକୁ ସ୍ଥଗିତ ରଖିଲା ବିଏମ୍ସି । ଖରାପ ପାଗ ଓ ବର୍ଷା ଯୋଗୁଁ ପଥୋତ୍ସବ ସ୍ଥଗିତ ରଖାଯାଇଛି । ଏନେଇ ଶନିବାର ଏକ୍ସ ମାଧ୍ୟମରେ ବିଏମ୍ସି ପକ୍ଷରୁ ସୂଚନା ମିଳିଛି…
ଦିନକରେ ଭୁବନେଶ୍ୱର ତାପମାତ୍ରା ୮.୬ ଡିଗ୍ରୀ ଖସିଲା
ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଦିନକରେ ଭୁବନେଶ୍ୱରର ଦିନ ତାପମାତ୍ରା ୮.୬ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇଛି। ଗୁରୁବାର ଅପରାହ୍ନ ୨ଟା ୩୦ରେ ସହରର ତାପମାତ୍ରା ୨୬.୮ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିବାବେଳେ ଶୁକ୍ରବାର ସକାଳୁ ତୁହାକୁ ତୁହା ବର୍ଷା…
ଖୁବ୍ଶୀଘ୍ର କାର୍ଯ୍ୟକାରୀ ହେବ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’
ରାଜ୍ୟରେ ସ୍କୁଲ ଶିକ୍ଷା ବ୍ୟବସ୍ଥାର ନବୀକରଣ କରାଯିବ। ବଦଳିବ ‘ମୋ ସ୍କୁଲ ଅଭିଯାନ’ ନାଁ। ଖୁବ୍ଶୀଘ୍ର ରାଜ୍ୟରେ କାର୍ଯ୍ୟକାରୀ ହେବ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’। ଏ ନେଇ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି…
ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ: ସମବାୟ ମନ୍ତ୍ରୀ
ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ପାଇଁ ରାଜ୍ୟରେ ୨ ଦିନ ଧରି ବର୍ଷା ଜାରି ରହିଥିବା ହେତୁ ଚାଷୀ ଚିନ୍ତାରେ ଅଛନ୍ତି। ସମବାୟ ମନ୍ତ୍ରୀ ପ୍ରଦୀପ…
ଓଡିଶାରେ ଜାରି ରହିଛି ଲଘୁଚାପ ବର୍ଷା
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ଦୁଇଦିନ ହେବ ଓଡିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି । ପାଣିପାଗ କେନ୍ଦ୍ରର ପୂର୍ବାମାନ ଅନୁଯାୟୀ ଆସନ୍ତାକାଲି ଯାଏ ଓଡିଶାରେ ବର୍ଷାର ପ୍ରଭାବ ରହିବ । ରାଜ୍ୟର ୧୯ ଟି ଜିଲ୍ଲାରେ ଲଗାଣ ବର୍ଷା…