Oplus_131072

ଭଦ୍ରକ: ଆଖୁଆପଦାରେ ସତର୍କ ସୂଚନା ଟପିଲା ବୈତରଣୀ ନଦୀ` ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ବୈତରଣୀ ନଦୀର ବିପଦ ସଙ୍କେତ ୧୭.୮୩ ମିଟର ଥିବା ବେଳେ ଆଖୁଆପଦା ଠାରେ ବୈତରଣୀ ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ସକାଳ ୮ଟା ରେ ଏଠାରେ ଜଳସ୍ତର ୧୮.୧୫ ଥିବା ଜଣାଯାଇଛି।

Leave a Reply

Your email address will not be published. Required fields are marked *