![]()
ସୂଚନା ଯୋଗ୍ୟ; ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ କରାଯିବାକୁ ଯୋଜନା କରିଥିଲେ । ଆଜି ଏହାକୁ କାର୍ଯ୍ୟକାରୀ କରାଯାଇଛି।