
ସେ କହିଛନ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପାର୍ଟ ପ୍ଲଟ୍ ବିକ୍ରି ଅନୁମତି ପ୍ରକ୍ରିୟା ପହଞ୍ଚିଛି। ପାର୍ଟ ପ୍ଲଟ୍ ବିଷୟ ନଗର ଉନ୍ନୟ ବିଭାଗ ପାଖରେ ରହିଛି । ନଗର ଉନ୍ନୟନ ବିଭାଗ ଏକ ଡ୍ରାଫ୍ଟ ପ୍ରସ୍ତୁତ କରିଛି ଯାହାକି ଆହୁରି ଅଧ୍ୟୟନ କରୁଛି ରାଜସ୍ବ ବିଭାଗ । ଏନେଇ ଅଂଶୀଦାରମାନଙ୍କ ସହ ଆଲୋଚନା ଚାଲିଛି । ଚଳିତ ମାସରେ ସାର୍ବଜନୀନ କରି ବିଜ୍ଞପ୍ତି ପ୍ରକାଶ ପାଇବ ।
