
ଜାମିନ ଆବେଦନକୁ ଖାରଜ କରିଛନ୍ତି ଜଷ୍ଟିସ ଭି ନରସିଂହଙ୍କୁ ନେଇ ଗଠିତ ଜଣିକିଆ ଖଣ୍ଡପୀଠ । ୧୯୮୦ ମସିହାର ଗୁରୁବକ୍ସ ସିଂ ଶିବ୍ବା ବନାମ ପଞ୍ଜାବ ସରକାର ମାମଲା ଆଧାରରେ ଜାମିନ ଖାରଜ ହୋଇଥିବା ସୂଚନା ମିଳିଛି । ଏହା ସହ କାହିଁକି ଗିରଫଦାରୀ ଭୟ ରହିଛି ବୋଲି ପ୍ରଶ୍ନ କଲେ ହାଇକୋର୍ଟ ।
ସୂଚନା ଯୋଗ୍ୟ; ଅଭିଲିପ୍ସା-ଅନୀଲଙ୍କ ଠକେଇରେ ପୋଲିସ ମନୋଜଙ୍କୁ ସମନ କରିଥିଲା । ମନୋଜ ଆଗୁଆ ଜାମିନ ଆବେଦନ କରିଥିଲେ । ପୂର୍ବରୁ ଆୟକର ବିଭାଗ ମନୋଜଙ୍କ ବାଲିଗୁଡା ସ୍ଥିତ ଘରେ ଚଢଉ କରିଥିଲା
