ଭଦ୍ରକ,୯।୧୦: ଧାମନଗର ଏନଏସିରୁ ହଟିଲା ୧୬୩ କଟକଣା। ଧୋବଲ ସହ ଆଖପାଖ ଅଞ୍ଚଳରୁ ମଧ୍ୟ ୧୬୩ ଧାରା ହଟିଛି। ଆଜି ଠାରୁ କଟକଣା ହଟିବା ନେଇ ଉପଜିଲାପାଳ ସୂଚନା ଦେଇଛନ୍ତି। ଗତ ମାସ ୨୭ ତାରିଖରୁ ଜାରି ରହିଥିଲା ୧୬୩ ଧାରା। ସୂଚନାଯୋଗ୍ୟ, ଭଦ୍ରକ ଜିଲା ଧାମନଗର ଗୋଷ୍ଠୀ ସଂଘର୍ଷ ଘଟଣାରେ ୧୬୩ ଲାଗୁ ହୋଇଥିଲା।
Oplus_131072 ଭଦ୍ରକ,୯।୧୦: ଧାମନଗର ଏନଏସିରୁ ହଟିଲା ୧୬୩ କଟକଣା। ଧୋବଲ ସହ ଆଖପାଖ ଅଞ୍ଚଳରୁ ମଧ୍ୟ ୧୬୩ ଧାରା ହଟିଛି। ଆଜି ଠାରୁ କଟକଣା ହଟିବା ନେଇ ଉପଜିଲାପାଳ ସୂଚନା ଦେଇଛନ୍ତି। ଗତ ମାସ ୨୭ ତାରିଖରୁ ଜାରି ରହିଥିଲା ୧୬୩ ଧାରା। ସୂଚନାଯୋଗ୍ୟ, ଭଦ୍ରକ ଜିଲା ଧାମନଗର ଗୋଷ୍ଠୀ ସଂଘର୍ଷ ଘଟଣାରେ ୧୬୩ ଲାଗୁ ହୋଇଥିଲା।