
ଆଜି ସକାଳୁ ସକାଳୁ ଝାରସୁଗୁଡା ବିମାନ ବନ୍ଦରରେ ଖୋଳତାଡ କଲା କ୍ରାଇମବ୍ରାଞ୍ଚ ଟିମ୍ । ଗତକାଲି ବୟାନ ରେକର୍ଡ ପରେ ଖୋଳତାଡ କରିଥିଲା କ୍ରାଇମବ୍ରାଞ୍ଚ । କେତେବେଳେ, କିପରି ହୋଇଥିଲା ଏୟାରଲିଫ୍ଟ ସେନେଇ ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ । ଏୟାରଲିଫ୍ଟ ବେଳେ କିଏ ରହିଥିଲେ ସବୁକିଛିର ଖୋଳତାଡ ହୋଇଥିବା ସୂଚନା ରହିଛି ।
ବିମାନବନ୍ଦରରେ ଖୋଳତାଡ ପରେ ସରବାହାଲ ସ୍ଥିତ ବାସଭବନରେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚିଛି । ସାନି ତଦନ୍ତର ଦ୍ବିତୀୟ ଦିନରେ ନବଙ୍କ ବାସଭବନରେ ଖୋଳତାଡ୍ କରୁଛି କ୍ରାଇମବ୍ରାଞ୍ଚ ।
