ଅନ୍ୟପଟେ ଆସନ୍ତାକାଲି ସକାଳ ୯ଟାରେ ପୁଣି ରଥଟଣା ଯିବ ବୋଲି ସୂଚନା ଦିଆଯାଇଛି । ଏ ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ରଥ କର୍ଡନରେ ଅଧିକ ଭକ୍ତ ରହିଯିବା ଯୋଗୁଁ ରଥଟଣାରେ ବିଳମ୍ବ ହୋଇଥିଲା ବୋଲି କୁହାଯାଇଛି ।