
ମୃତ ସହଦେବ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ ଏବଂ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ । ଆଜି ସକାଳୁ ଝିଅକୁ ସ୍କୁଲରେ ଛାଡି ସ୍କୁଟିରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ହତ୍ୟା କରିଥିଲେ ।
ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ୱାମୀଙ୍କ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ ମୃତ ସହଦେବଙ୍କ ସ୍ତ୍ରୀ ।
