ଅନ୍ୟପଟେ ଏହି ଶିବିରରେ ୧୦ ମନ୍ତ୍ରୀଙ୍କ ସହ ୧୩ ଜଣ ବିଭାଗୀୟ ସଚିବ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ସୁରେଶ ପୂଜାରୀ, ମୁକେଶ ମହାଲିଙ୍ଗ, ରବି ନାଏକ ଭଳି ବରିଷ୍ଠ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ।