Skip to content

ପରଲୋକରେ ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ।ଦୀର୍ଘ ସମୟ ଧରି ରୋଗଗ୍ରସ୍ତ ଥିବା ରୋମାନ କ୍ୟାଥଲିକ ଚର୍ଚ୍ଚର ପ୍ରମୁଖ ପୋପ ଫ୍ରାନସିସଙ୍କ ପରଲୋକ ଘଟିଛି । ୮୮ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ସୋମବାର ଭେଟିକାନ ଚର୍ଚ୍ଚ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଚିକିତ୍ସାଧୀନ ଅବସ୍ଥାରେ ସକାଳ ୭ଟା ୩୫ ମିନି୍ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ପରଲୋକରେ କ୍ୟାଥଲିକ ସମାଜରେ ଶୋକର ଲହରି ଖେଳି ଯାଇଛି