ପୌରାଞ୍ଚଳର ୨୬ ଜଣ କାଉନସିଲରଙ୍କ ମଧ୍ୟରୁ ୨୦ ଜଣ ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ପୌରାଧ୍ୟକ୍ଷା ପିଙ୍ଗୁଆଙ୍କ ମନମୁଖି କାର୍ଯ୍ୟକୁ ବିରୋଧ କରି ଅନାସ୍ଥା ପ୍ରସ୍ତାବ ଜିଲାପାଳଙ୍କୁ ପ୍ରଦାନ କରିଥିଲେ କାଉନସିଲର ।