ଜୋର୍ ଧରିଲା ଆରଆଇ ଓ ଅମିନ ପରୀକ୍ଷା ବାତିଲ୍ ଦାବି। କଟକରେ ଆଶାୟୀଙ୍କ ଜୋରଦାର ପ୍ରତିବାଦ। ପରୀକ୍ଷା ବାତିଲ୍ ସହ ପୁନଃ ପରୀକ୍ଷା କରିବା ଦାବିରେ ଆନ୍ଦୋଳନ କରିଛନ୍ତି ଛାତ୍ରଛାତ୍ରୀ। ଆଡମିଟ୍ କାର୍ଡକୁ ଡଙ୍ଗା କରି କାଠଯୋଡ଼ି ନଦୀରେ ଭସାଇ ବିରୋଧ ପ୍ରଦର୍ଶନ କରିଛନ୍ତି।
Oplus_131072 ଜୋର୍ ଧରିଲା ଆରଆଇ ଓ ଅମିନ ପରୀକ୍ଷା ବାତିଲ୍ ଦାବି। କଟକରେ ଆଶାୟୀଙ୍କ ଜୋରଦାର ପ୍ରତିବାଦ। ପରୀକ୍ଷା ବାତିଲ୍ ସହ ପୁନଃ ପରୀକ୍ଷା କରିବା ଦାବିରେ ଆନ୍ଦୋଳନ କରିଛନ୍ତି ଛାତ୍ରଛାତ୍ରୀ। ଆଡମିଟ୍ କାର୍ଡକୁ ଡଙ୍ଗା କରି କାଠଯୋଡ଼ି ନଦୀରେ ଭସାଇ ବିରୋଧ ପ୍ରଦର୍ଶନ କରିଛନ୍ତି।