ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ରିପ୍ଲବିକାନ ପାର୍ଟିର ଡୋନାଲ୍ଡ ଟ୍ରମ୍ପ ବିଜୟୀ ହୋଇଛନ୍ତି। ଡେମୋକ୍ରାଟିକ୍ ପାର୍ଟିର ପ୍ରାର୍ଥୀ କମଲା ହାରିସଙ୍କୁ ରିପବ୍ଲିକାନ୍ ପାର୍ଟିର ପ୍ରାର୍ଥୀ ତଥା ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମାତ୍ ଦେଇ ବିଜୟୀ ହୋଇଛନ୍ତି। ଡୋନାଲ୍ଡ ଆମେରିକାର ୪୭ତମ ରାଷ୍ଟ୍ରପତି ହୋଇଛନ୍ତି।
ସେପଟେ ରାଷ୍ଟ୍ରପତି ନିର୍ବାଚନରେ ରିପ୍ଲବିକାନ ପାର୍ଟିର ଡୋନାଲ୍ଡ ଟ୍ରମ୍ପ ବିଜୟୀ ହୋଇଛନ୍ତି। ଡେମୋକ୍ରାଟିକ୍ ପାର୍ଟିର ପ୍ରାର୍ଥୀ କମଲା ହାରିସଙ୍କୁ ରିପବ୍ଲିକାନ୍ ପାର୍ଟିର ପ୍ରାର୍ଥୀ ତଥା ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମାତ୍ ଦେଇ ବିଜୟୀ ହୋଇଛନ୍ତି। ଡୋନାଲ୍ଡ ଆମେରିକାର ୪୭ତମ ରାଷ୍ଟ୍ରପତି ହୋଇଛନ୍ତି।
