Oplus_131072

କଂଗ୍ରେସର ବରିଷ୍ଠ ନେତା, ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରସିଦ୍ଧ ଅର୍ଥନୀତିଜ୍ଞ ମନମୋହନ ସିଂଙ୍କର ଦେହାନ୍ତ ହୋଇଛି । ୯୨ ବର୍ଷ ବୟସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଆଜି ସନ୍ଧ୍ୟାରେ ତାଙ୍କୁ ଦିଲ୍ଲୀ ଏମ୍ସର ଜରୁରୀକାଳୀନ ୱାର୍ଡରେ ଭର୍ତ୍ତି କରାଯାଇଥିଲା । ହେଲେ ତାଙ୍କର ମୃତ୍ୟୁ ହୋଇଥିବା କଥା ଶୁଣିବା ପରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି । ଏନେଇ କଂଗ୍ରେସ ସମେତ ଅନ୍ୟାନ୍ୟ ଦଳର ବରିଷ୍ଠ ନେତାମାନେ ଶୋକ ପ୍ରକାଶ କରିଛନ୍ତି ।

Leave a Reply

Your email address will not be published. Required fields are marked *