କର୍କଟ ରୋଗ ବିରୋଧ ଲଢ଼େଇରେ ସମଗ୍ର ବିଶ୍ୱ ପାଇଁ ଏକ ନୂଆ ଆଶାର କିରଣ ସୃଷ୍ଟି ହୋଇଛି । ରୁଷିଆ କ୍ୟାନସର ପାଇଁ ନିଜର ଏମଆରଏନଏ ଟିକା ବିକଶିତ କରିଛି, ଯାହା ୨୦୨୫ ପ୍ରାରମ୍ଭରେ ଲଞ୍ଚ ହେବ । ଏହି ବୈପ୍ଳବିକ ଟିକାକୁ ରୋଗୀଙ୍କୁ ମାଗଣାରେ ଉପଲବ୍ଧ କରାଇବାକୁ ଘୋଷଣା କରାଯାଇଛି । ରୁଷ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରେଡିଓଲୋଜି ମେଡିକାଲ ରିସର୍ଚ୍ଚ ସେଣ୍ଟରର ଜେନେରାଲ ଡାଇରେକ୍ଟର ଆଣ୍ଡ୍ରେ କାପ୍ରିନ ଏହି ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *