
ଚଳିତ ବର୍ଷ କେନ୍ଦ୍ର ୧୩ ହଜାର କୋଟିର ନୀତିଗତ ଅନୁମୋଦନ ଦେଇଛି । ସେପ୍ଟେମ୍ବର ସୁଦ୍ଧା ୨ ହଜାର କୋଟି ଟଙ୍କାର ରାସ୍ତା କାମ ସାରିବାକୁ ଲକ୍ଷ୍ୟ । ଗତ ପାଞ୍ଚ ବର୍ଷରେ ରାଜ୍ୟରେ ଯେତିକି ଜାତୀୟ ରାଜପଥ ତିଆରି ହୋଇଥିଲା, ଆଗାମୀ ଗୋଟିଏ ବର୍ଷରେ ସେତିକି ରାସ୍ତା ନିର୍ମାଣ କରାଯିବ ବୋଲି କହିଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
