
ଏହିଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ସଦନର ସଦସ୍ୟଙ୍କୁ ମିଳିତ ଭାବେ ସମ୍ବୋଧିତ କରିବେ । ଫେବୃଆରୀ ୧ ରେ ଉପସ୍ଥାପନ ହେବ କେନ୍ଦ୍ର ବଜେଟ ।
ପ୍ରଥମ ପର୍ଯ୍ୟାୟ ଅଧିବେଶନ ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହୋଇ ଫେବୃଆରୀ ୧୩ ଯାଏଁ ଚାଲିବ ଏବଂ ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୦ ରୁ ଆରମ୍ଭ ହୋଇ ଏପ୍ରିଲ୍ ୪ ରେ ଶେଷ ହେବ ।
