ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ୫ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରିଛନ୍ତି ଏବଂ ତାଙ୍କ ସ୍ଥାନରେ ମିଜୋରାମର ରାଜ୍ୟପାଳ ଥିବା ଡକ୍ଟର ହରି ବାବୁ କମ୍ଭମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି। ପୂର୍ବତନ ସେନାମୁଖ୍ୟ ଜେନେରାଲ ଭି କେ ସିଂହଙ୍କୁ ମିଜୋରାମର ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଛନ୍ତି।

Leave a Reply

Your email address will not be published. Required fields are marked *