ରାମକୃଷ୍ଣ ଦାସମହାପାତ୍ର ସହ ନବକଳେବରର ବଳକା ଦାରୁ ବବଦରେ ଦିତାପତି ନିଯୋଗ ସଭାପତି ଗଣେଶ ଦାସମହାପାତ୍ରଙ୍କୁ ମଧ୍ୟ ପଚରାଉଚରା କରାଯିବ ବୋଲି ସୂଚନା ମିଳିଛି ।
ସୂଚନା ଯୋଗ୍ୟ; ଗତକାଲି ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ନୋଟିସ୍ କରାଯାଇଥିଲା । ଆଇନ ମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ ଅନୁଯାୟୀ ନୋଟିସ୍ କରାଯାଇଥିଲା ।