ଏହା ସହ ସହମତି ପରେ ଯଦି ବିଭ୍ରାନ୍ତିକର ତଥ୍ୟ ଦିଅନ୍ତି ତାହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ଭୁଲ ରହିଲେ ଶ୍ରୀମନ୍ଦିର ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏଥିପାଇଁ ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏକ ସବକମିଟି ଗଠନ କରାଯାଇଛି।