Oplus_131072

ପ୍ୟାରିସ୍ : ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ ମିଳିଛି । ପୁରୁଷ ହକିରେ ଭାରତ ସ୍ପେନକୁ ୨-୧ରେ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି । ଏହା ସହିତ ଲଗତାର ୨ୟ ଥର ପାଇଁ ଭାରତ ଅଲିମ୍ପିକ୍ସ ହକିରେ ବ୍ରୋଞ୍ଜ ପଦକ ପାଇଛି।

Leave a Reply

Your email address will not be published. Required fields are marked *