ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି। ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି। ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ଜୁନ୍ ୯ରୁ ୧୬ ଭିତରେ ଭେରିଫିକେସନ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave a Reply

Your email address will not be published. Required fields are marked *