ଆଇସିୟୁରେ ଚିକିତ୍ସା ଚାଲିଥିବା ବେଳେ ବର୍ତ୍ତମାନ ସେ ଭେଣ୍ଟିଲେଟରରେ ଥିବା ସୂଚନା ମିଳିଛି ।
ଉତ୍ତମ ମହାନ୍ତି ଓଡ଼ିଶା ସିନେ ଇଣ୍ଡଷ୍ଟ୍ରୀର ଜଣେ କିମ୍ବଦନ୍ତୀ ଅଭିନେତା । ୧୯୭୭ ମସିହାରେ ସେ ଅଭିମାନ ଚଳଚ୍ଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ ।