ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବରଗଡ଼ ଜିଲ୍ଲା ଘେଁସ ଠାରେ ଶହୀଦ ମାଧୋ ସିଂହ ସ୍ମୃତି ସମାରୋହ ଓ ରାଜ୍ୟ ସ୍ତରୀୟ ବିରତା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି ଅବସରରେ ମାନନୀୟ ମୁଖ୍ୟମନ୍ତ୍ରୀ, ପଦ୍ମଶ୍ରୀ ଶ୍ରୀ ହଳଧର ନାଗଙ୍କୁ ସମ୍ମାନିତ କରିଥିଲେ। ଆୟୋଜିତ ଏହି କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ ଶ୍ରୀ ରବି ନାଏକ, ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ଓ ବିଧାୟକଗଣ ଉପସ୍ଥିତ ଥିଲେ ।
