ଭୁବନେଶ୍ବର: ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ରେଡ୍‌। ବାଲେଶ୍ୱର ଜିଲାର ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଏନ୍‌‌‌.ଭି ହରିହର ରାଓଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌‌‌। ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ଚଢାଉ ହୋଇଛି। କୁକୁଡାପଦା ସ୍ଥିତ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଚଢାଉ ହୋଇଛି। ଭୁବନେଶ୍ୱର, ବାଲେଶ୍ୱର ଓ ବ୍ରହ୍ମପୁରରେ ଏକକାଳୀନ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍‌‌‌।

Leave a Reply

Your email address will not be published. Required fields are marked *