Oplus_131072

ଭୁବନେଶ୍ବର: ଦେଶର ଯେଉଁ ୨୫ଟି ବିମାନବନ୍ଦରର ଘ‌ରୋଇକରଣ କରାଯାଉଛି, ସେହି ତାଲିକାରେ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନାମ ରହିଛି। ବିଜେଡି ସାଂସଦ ନିରଞ୍ଜନ ବିଶିଙ୍କ ପ୍ରଶ୍ନର ଉତ୍ତରରେ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ମୂରଲୀଧର ମୋହୋଲ ଏହା ସ୍ପଷ୍ଟ କରିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ଜାତୀୟ ମନେଟାଇଜେସନ୍ ପାଇପ୍‌ଲାଇନ୍‌ରେ ଭାରତୀୟ ବିମାନବନ୍ଦର କର୍ତ୍ତୃପକ୍ଷ (ଏଏଆଇ) ପରିଚାଳନା କରୁଥିବା ୨୫ ବିମାନବନ୍ଦରକୁ ୨୦୨୨ରୁ ୨୦୨୫ ମଧ୍ୟରେ ଘରୋଇକରଣ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।

Leave a Reply

Your email address will not be published. Required fields are marked *