ଭୁବନେଶ୍ବର: ମଠମନ୍ଦିରଗୁଡ଼ିକର ସୁରକ୍ଷା ଓ ରକ୍ଷଣାବେକ୍ଷଣ ସହ ପରିଚଳନା ସମସ୍ୟା ସମାଧାନ ପାଇଁ ନୂଆ ଯୋଜନା ଆଣୁଛନ୍ତି ରାଜ୍ୟ ସରକାର। ଦେବାଳୟ ପ୍ରକଳ୍ପ ସମ୍ଭାବ୍ୟ ନାଁରେ ଏକ ନୂଆ ଯୋଜନା ଆଣୁଛନ୍ତି ସରକାର। ଏନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *