ସୂଚନା ଅନୁସାରେ ଗତକାଲି ପ୍ରୟାଗରାଜ ମହାକୁମ୍ଭରେ ମୌନି ଅମାବାସ୍ୟା ଅମୃତ ସ୍ନାନ ପୂର୍ବରୁ ଦଳାଚକଟା ହୋଇଛି । ସଙ୍ଗମ ସ୍ଥଳରେ ଦଳାଚକଟାରେ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି । ମୃତକମାନଙ୍କ ମଧ୍ୟରୁ ୨୫ ଜଣଙ୍କ ପରିଚୟ ଜଣାପଡ଼ିଛି ।