ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ଅନେକ ସୃଜନଶୀଳ କାର୍ଯ୍ୟକ୍ରମ ଉଚ୍ଚଶିକ୍ଷା ପକ୍ଷରୁ ନିଆଯାଉଛି । ଏହି ବୁଝାମଣା ଜାତୀୟ ଶିକ୍ଷା ନୀତି ପ୍ରଣୟନରେ ମାଇଲ୍ ଖୁଣ୍ଟ ହେବ ବୋଲି କହିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।