ଅନ୍ୟପଟେ ଆସନ୍ତା ମାସରେ ଓଡ଼ିଶାରେ ବିଜେପି ସରକାରଙ୍କ ଏକ ବର୍ଷ ପୂରଣ ହେବାକୁ ଯାଉଛି। ଜୁନ୍ ୪ରୁ ୧୪ ତାରିଖ ଯାଏ ରାଜ୍ୟ ସରକାର ବର୍ଷ ପୂର୍ତ୍ତି ପାଳନ କରିବେ। ଏହି ଅବସରରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୋଲି ଚର୍ଚ୍ଚା ଜୋର ଧରିଛି।