
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆସନ୍ତାକାଲିଠାରୁ ରାଜ୍ୟରେ ଦିନ ସହ ରାତି ତାପମାତ୍ରା ସ୍ବାଭାବିକ ଠାରୁ ବୃଦ୍ଧି ପାଇବ । ରାଜ୍ୟରୁ ଶୀତ ପ୍ରତ୍ୟାବର୍ତ୍ତନ କରିଛି ।ଆସନ୍ତାକାଲିଠାରୁ ରାଜ୍ୟରେ ଶୀତ କମ ଗରମ ବେଶୀ ଅନୁଭୂତ ହେବ । ଏବେ ସବୁଆଡ଼େ ଗରମର ଅନୁଭୂତି ହେବ। ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇଛି।
