ରାଜ୍ୟସଭା ସାଂସଦ ସହ ବିଜେଡିରୁ ମଧ୍ୟ ଇସ୍ତଫା ଦେଲେ ମମତା ମହାନ୍ତ । ଏନେଇ ସେ ନିଜର ସୋସିଆଲ ମିଡିଆ ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି । ଇସ୍ତଫା ପତ୍ର ସହ ଲେଖିଛନ୍ତି, ‘ଆଜି ମୋର ସେବାର ଆବଶ୍ୟକତା ସେ ଦଳ ଅନୁଭବ କରୁନାହିଁ । ମୁଁ ଯେହେତୁ ଲୋକଙ୍କ ନେତା ଏବଂ ସେମାନଙ୍କ ସେବା ହିଁ ମୋର ମୁଖ୍ୟ ଧ୍ୟେୟ, ସେଥିପାଇଁ ମୁଁ ସେ ଦଳରେ ରହିବାର ଆବଶ୍ୟକତା ଅନୁଭବ କଲି ନାହିଁ । ସେଥିପାଇଁ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ଏବଂ ରାଜ୍ୟସଭା ସଭ୍ୟ ପଦରୁ ଇସ୍ତଫା ଦେଲି ।

Leave a Reply

Your email address will not be published. Required fields are marked *