Oplus_131072

ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ହିତାଧିକାରୀମାନଙ୍କ ପାଇଁ ଖୁସି ଖବର । ଏପର୍ଯ୍ୟନ୍ତ ଇ-କେୱାଇସି କରାଇ ନ ପାରିଥିବା ହିତାଧିକାରୀମାନେ ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରାସନକାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ ନିଜ ଆଧାରଯୁକ୍ତ ଇ-କେୱାଇସି କରାଇ ପାରିବେ । ଏ ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *