“ନୀଳାଚଳ ନିବାସାୟ ନିତ୍ୟାୟ ପରମାତ୍ମନେ
ବଳଭଦ୍ର ସୁଭଦ୍ରାଭ୍ୟାଂ ଜଗନ୍ନାଥାୟତେ ନମଃ ।।”
କୋଟି ଓଡ଼ିଆଙ୍କ ମଉଡ଼ମଣି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।ରାଜ୍ୟର ବିକାଶ ତଥା ସମସ୍ତଙ୍କର କଲ୍ୟାଣ ଏବଂ ପ୍ରଗତି ପାଇଁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଚରଣକମଳରେ ପ୍ରାର୍ଥନା କରୁଛି।🙏🏻। ସୁଲଗ୍ନା ମହାନ୍ତି