ତା’ପୂର୍ବରୁ ଆଜି ବସିଥିଲା ସର୍ବଦଳୀୟ ବୈଠକ । ଚଳିତ ବଜେଟ ଅଧିବେଶନ କିପରି ଶାନ୍ତି ଶୃଙ୍ଖଳାରେ ସୁରୁଖୁରୁରେ ଚାଲିପାରିବ ସେଥିପାଇଁ ସରକାର ସବୁ ଦଳର ସହଯୋଗ ଲୋଡିଛନ୍ତି କେନ୍ଦ୍ର ସରକାର ।
ଫେବୃଆରୀ ୧ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବଜେଟର ରୂପରେଖ କିପରି ରହିବ ଏହା ଉପରେ ସମସ୍ତଙ୍କ ନଜର ରହିଛି ।