Oplus_131072

 ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମ ଦିନ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏନେଇ ଆଜି ପୁରୀଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ମୁଖ୍ୟ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ରକ୍ଷା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବେ।

 

Leave a Reply

Your email address will not be published. Required fields are marked *