ତେବେ ଜମ୍ମୁ କଶ୍ମୀରରେ ଆତଙ୍କୀ ବିରୋଧରେ ସୈନ୍ୟ ଅଭିଯାନ ଜାରି ରହିଛି । ସୋପିଆନ ସମେତ ବିଭିନ୍ନ ସ୍ଥାନରେ ଆତଙ୍କୀ ସନ୍ଧାନ କରୁଛି ସେନା । ଅନ୍ୟପଟେ ପହଲଗାମ ଆତଙ୍କୀ ହମଲାରେ ସମ୍ପୃକ୍ତ ଆତଙ୍କୀଙ୍କ ପୋଷ୍ଟର ଜାରି ହୋଇଛି । ପାକିସ୍ତାନୀ ଆତଙ୍କୀଙ୍କ ପୋଷ୍ଟର ଜାରି କଲା ସୁରକ୍ଷା ଏଜେନ୍ସୀ ।