Month: August 2024

୨୯ରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୨୭/୦୮: ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବ । କେନ୍ଦ୍ରୀୟ-ପୂର୍ବ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଉପରେ ଏହି ଲଘୁଚାପ ସୃଷ୍ଟି…

ଆସିଲା ‘ସୁଭଦ୍ରା’ ଯୋଜନାର ଗାଇଡଲାଇନ୍‌

ରାଜ୍ୟରେ ଜାରି ହେଲା ସୁଭଦ୍ରା ଯୋଜନାର ଗାଇଡଲାଇନ୍‌ । ରାଜ୍ୟବାସୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଲାଗୁ ହେବାକୁ ଯାଉଥିବା ସୁଭଦ୍ରା ଯୋଜନାର ବିସ୍ତୃତ ଗାଇଡଲାଇନ୍ ମହିଳା…

ଭୁବନେଶ୍ବର ଏୟାରପୋର୍ଟରୁ ଜବତ ହେଲା ବହୁ ପରିମାଣର ସୁନା ଓ ରୂପା

ଭୁବନେଶ୍ବର ଏୟାରପୋର୍ଟରୁ ଜବତ ହେଲା ବିପୁଳ ପରିମାଣର ସୁନା ଓ ରୁପା । ଦୁଇଟି କଣ୍ଟେନରରେ ସୁନା-ରୁପା ଯାଉଥିବା ବେଳେ ଖବର ପାଇ ମାଡି ବସିଲା ସିଟି…

କୃଷ୍ଣମୟ ସାରା ଜଗତ

ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଆଜି ସାରା ଦେଶରେ ଶ୍ରଦ୍ଧାଳୁମାନେ ବେଶ ଉତ୍ସାହର ସହ…

ଭାରତୀୟ ଜନତା ପାର୍ଟି, ଯାଜପୁର ତରଫରୁ ମେଗା ରକ୍ତଦାନ ଶିବିର

ଯାଜପୁର: ଭାରତୀୟ ଜନତା ପାର୍ଟି, ଯାଜପୁର ନିର୍ବାଚନ ମଣ୍ଡଳୀର କାର୍ଯ୍ୟକର୍ତ୍ତାଙ୍କ ଦ୍ଵାରା ମକେଇପୁର କାର୍ଯ୍ୟାଳୟ ପରିସରରେ ଏକ ରକ୍ତ ଦାନ ଶିବିର ଆୟୋଜିତ ହୋଇଯାଇଛି। ସାଂସଦ ରବିନ୍ଦ୍ର…

ଘରୁ ILS ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା କରିଥିବା ସନ୍ଦେହ

ଭୁବନେଶ୍ବର: ILS ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା । ଭୁବନେଶ୍ବର ଘରୁ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର । ଘରୋଇ ହସ୍ପିଟାଲରେ ମୃତ ଘୋଷଣା କଲେ…

ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମ ଦିନ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏନେଇ…

ସୁନୀତାଙ୍କୁ ଫେରାଇ ଆଣି‌ବେ ଏଲନ୍ ମସ୍କ

ନ୍ୟାସନାଲ ଏରୋନେଟିକ୍ସ ଏବଂ ସ୍ପେସ୍ ଆଡମିନିଷ୍ଟ୍ରେସନ (ନାସା)ର ଭାରତୀୟ ମୂଳ ମହାକାଶଚାରୀ ସୁନୀତା ୱିଲିୟମ୍ସ ତାଙ୍କ ସାଥୀ ବଚ୍ ୱିଲମୋରଙ୍କ ସହ ମହାକାଶରେ ଫସି ରହିଛନ୍ତି। ସେ…

ଟେଲିଗ୍ରାମ ସିଇଓ ଗିରଫ: ଆପ୍ ଯୋଗୁ ହରଡ଼ଘଣାରେ

ଟେଲିଗ୍ରାମର ସିଇଓ ପାଭେଲ ଡୁରୋଭଙ୍କୁ ଫ୍ରାନ୍ସରେ ଗିରଫ କରାଯାଇଛି। ତାଙ୍କୁ ଫ୍ରାନ୍ସର ରାଜଧାନୀ ପ୍ୟାରିସର ବୋର୍ଜେଟ୍ ବିମାନବନ୍ଦରରୁ ପୋଲିସ ଧରିଥିଲା। ପୋଲିସ ତାଙ୍କୁ ଗିରଫ କଲାବେଳେ ଆଜେରବାଇଜାନର…