Month: September 2024

ଉନ୍ମୋଚନ ହେଲା ‘ସୁଭଦ୍ରା ପୋର୍ଟାଲ’: ମିଳିବ ‘ସୁଭଦ୍ରା ଯୋଜନା’ର ସବୁକିଛି ସୂଚନା

ଭୁବନେଶ୍ୱର,୨।୯: ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରାର ସମସ୍ତ ସୂଚନା ଏଣିକି ସୁଭଦ୍ରା ପୋର୍ଟାଲରେ…

ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ବାଣ୍ଟିବେ ସୁଭଦ୍ରା ଟଙ୍କା

ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏ ସଂପର୍କରେ ଆଜି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।…

୮୦ ଦିନରେ ହୋଇଛି ୩୯ ଜଣ ସରକାରୀ କର୍ମଚାରୀଙ୍କ ଉପରେ ରେଡ୍‌

ରାଜ୍ୟରେ ୮୦ ଦିନରେ ୩୯ ଜଣ ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀଙ୍କ ଉପରେ ହୋଇଛି ରେଡ୍‌ । ଆଜି ବିଧାନସଭାରେ ବିଜେପି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନ ଭିଜିଲାନ୍ସ…

୩ ବର୍ଷରେ ୧୭ ୭୫୮ ଆତ୍ମହତ୍ୟା

ଭୁବନେଶ୍ୱର,୨।୯: ସୋମବାର ଅନୁଷ୍ଠିତ ବିଧାନସଭାର ପ୍ରଶ୍ନ କାଳରେ ବିଧାୟକ ଧ୍ରୁବ ସାହୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ରାଜ୍ୟରେ ଆତ୍ମହତ୍ୟା ଘଟଣା ସମ୍ପର୍କରେ ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତରରେ…

ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢଉ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢଉ କରିଛି। ଏକକାଳୀନ ୫ଟି ସ୍ଥାନରେ ଚଢ଼ଉ ଜାରି ରଖିଛି।…

ଭୁବନେଶ୍ୱର କମିଶନରେଟ ପୋଲିସରେ ବଡ ଧରଣର ଅଦଳବଦଳ

ଭୁବନେଶ୍ୱର କମିଶନରେଟ ପୋଲିସରେ ବଡ ଧରଣର ଅଦଳବଦଳ ହୋଇଛି। କେବଳ ଭାରପ୍ରାପ୍ତ ଅଧିକାରୀ ନୁହନ୍ତି, ଥାନାମାନଙ୍କରେ ବର୍ଷ ବର୍ଷ ଧରି ଗାଦି ମାଡି ବସିଥିବା ଏସଆଇ, କନଷ୍ଟେବଳ…

ପଶ୍ଚିମ ଓଡ଼ିଶାରେ ହେବନି ହାଇକୋର୍ଟ ବେଞ୍ଚ

ରାଜ୍ୟରେ ପ୍ରତିଷ୍ଠା ହେବ ନାହିଁ ହାଇକୋର୍ଟ ବେଞ୍ଚ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ଦୀର୍ଘ ଦିନ ହେବ ଦାବି କରିଆସୁଛନ୍ତି ପଶ୍ଚିମ ଓଡ଼ିଶାବାସୀ। ଏନେଇ ଅନେକ…

ଶ୍ରୀ ଜଗନ୍ନାଥ ଦିବ୍ୟ ଚେତନା ପ୍ରଚାର କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ ।

ଯାଜପୁର :- ଶ୍ରୀଜଗନ୍ନାଥଙ୍କ ଦିବ୍ୟ ଚେତନା ପ୍ରଚାର ପାଇଁ ଶ୍ରୀଜଗନ୍ନାଥ ଚେତନା ଆନ୍ତର୍ଜାତୀୟ ଚାରଣ ଗୋଷ୍ଠୀ ପୁରୀ ପକ୍ଷରୁ ଏକ ବିଶାଳ କାର୍ଯ୍ୟକ୍ରମ ଯାଜପୁର ଜିଲ୍ଲା ଶଙ୍ଖଚିଲା…