Month: September 2024

ପ୍ରବଳ କାଚିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । କେତେକ ଅଞ୍ଚଳରେ କମରୁ ମଧ୍ୟମ ବର୍ଷା ହେଉଥିବାବେଳେ ଅନ୍ୟ କିଛି ସ୍ଥାନରେ ଲଗାତାର ପ୍ରବଳ ବର୍ଷା ଜାରି ରହିଛି। ତେବେ ଟ୍ୱିନ୍ ସିଟି କଟକ ଏବଂ…

ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା ପାଇଁ BSE ପ୍ରଶ୍ନପତ୍ର ପଠାଇବ ନାହିଁ ବୋଲି ସ୍ପଷ୍ଟ କଲା।

ଦଶମ ଷାଣ୍ମାସିକ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ତିଆରି କରିବ ସ୍କୁଲ। ପ୍ରଶ୍ନପତ୍ର ପ୍ରସ୍ତୁତିକୁ ନେଇ ଲାଗିରହିଥିବା ଦ୍ବନ୍ଦ୍ବକୁ ଦୂର କରି ଏ ସଂପର୍କରେ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ଷାଣ୍ମାସିକ ପରୀକ୍ଷା କରିବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ…

ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ଲାଗି ରହିଛି । କିଛି ସ୍ତାନରେ ବର୍ଷାର ପରିମାଣ କମ୍ ରହିଥିବା ବେଳେ ଅନ୍ୟ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ଜାରି ରହିଛି । ତେବେ ଟ୍ୱିନ…

ଆପଣଙ୍କ ଗାଡ଼ିରେ ଅଧିକ ଟଙ୍କା ଫାଇନ୍ ଅଛି କି ? ଇନ୍‌ସ୍ୟୁରାନ୍ସ କରିବା ବେଳେ ଗଣିବାକୁ ପଡ଼ିପାରେ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୨୫।୯: ଟ୍ରାଫିକ ନିୟମକୁ କଡ଼ାକଡ଼ି ପାଳନ କରିବା ଲାଗି ନୂଆ ନିୟମ ଆଣିପାରନ୍ତି କେନ୍ଦ୍ର ସରକାର। ପ୍ରସ୍ତାବିତ ନିୟମ ଆସିଲେ ବିଶେଷ କରି ଯେଉଁମାନଙ୍କର ଗାଡ଼ିରେ ପୂର୍ବରୁ ବିଭିନ୍ନ ଫାଇନ୍ ବା ଚାଲାଣ ଅଛି ସେମାନେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଏନେଇ…

ଆଇନମନ୍ତ୍ରୀ ଦେଲେ ବଡ଼ ସୂଚନା, କହିଲେ ଶ୍ରୀମନ୍ଦିର ପ୍ରଶାସନରେ ନିଯୁକ୍ତ ହେବେ

ଭୁବନେଶ୍ୱର,୨୫ା୯: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଶ୍ରୀମନ୍ଦିର ପ୍ରଶାସନରେ ପୁଡ୍‌ ଅଫିସର ନିଯୁକ୍ତି ହେବେ। ଏହି ଅଫିସର ମହାପ୍ରସାଦ, ଶୁଖିଲା ଭୋଗର ମାନ ଯାଞ୍ଚ କରିବେ। ଏଥିସହିତ ଶ୍ରୀମନ୍ଦିରରେ ବ୍ୟବହୃତ ଭୋଗ ସାମଗ୍ରୀ…

ରାଜ୍ୟର ଭିତ୍ତିଭୂମି ଅନୁଧ୍ୟାନ ପାଇଁ ଓଡ଼ିଶା ଗସ୍ତରେ ବିଶ୍ୱବ୍ୟାଙ୍କ ଟିମ୍

ଭୁବନେଶ୍ୱର,୨୫।୯: ଭିତ୍ତିଭୂମି କ୍ଷେତ୍ରରେ ଓଡ଼ିଶାର ବ୍ୟାପକ ରଣନୀତି ସମ୍ପର୍କରେ ଅଧ୍ୟୟନ ଏବଂ ଏ କ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶ ବୃଦ୍ଧି ପାଇଁ ସୁପାରିଶ କରିବା ଉଦ୍ଦେଶ୍ୟରେ ଭାରତ ସରକାର, ବିଶ୍ଵବ୍ୟାଙ୍କ ସହଯୋଗରେ ଅଧ୍ୟୟନ ନିମନ୍ତେ ଓଡ଼ିଶା ସମେତ ଗୁଜରାଟ, ମଧ୍ୟପ୍ରଦେଶ ଏବଂ ମେଘାଳୟ…

ଏମସ ଭୁବନେଶ୍ୱରରେ ତମ୍ବାଖୁ ନିବାରଣ କେନ୍ଦ୍ର ଉଦଘାଟନ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେଲା ତମ୍ବାଖୁ ନିବାରଣ କେନ୍ଦ୍ର (ଟିସିସି)। ଆଭାସୀ ମାଧ୍ୟମରେ ଏହି କେନ୍ଦ୍ରକୁ ଉଦଘାଟନ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା। ତାଙ୍କ ସହିତ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଜ୍ୟ ମନ୍ତ୍ରୀ ପ୍ରତାପରାଓ ଯାଦବ…

୩୬ ଓଏଏସ ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର

ରାଜ୍ୟ ସରକାର ଆଜି ୩୬ ଜଣ ଓଡିଶା ପ୍ରଶାସନିକ ସେବା ଅଧିକାରୀଙ୍କୁ ବଦଳି କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସ୍ୱତନ୍ତ୍ର ସଚିବ ମଧୁମିତା ରଥଙ୍କୁ ନିଜ ଦାୟିତ୍ବ ବ୍ୟତୀତ ଉତ୍କଳିକାର…

ମାର୍ଚ୍ଚ ୮ ପୂର୍ବରୁ ସୁଭଦ୍ରା ଯୋଜନାର ସମସ୍ତ ହିତାଧିକାରୀଙ୍କୁ ପ୍ରଥମ କିସ୍ତି

ମାର୍ଚ୍ଚ ୮ ପୂର୍ବରୁ ସୁଭଦ୍ରା ଯୋଜନାର ସମସ୍ତ ହିତାଧିକାରୀଙ୍କୁ ପ୍ରଦାନ କରାଯିବ ପ୍ରଥମ କିସ୍ତି । କିନ୍ତୁ ଦ୍ବିତୀୟ କିସ୍ତି ଏକକାଳୀନ ମହିଳା ଦିବସ ଦିନ କୋଟିଏ ମହିଳାଙ୍କୁ ପ୍ରଦାନ କରାଯିବ । ସୁଭଦ୍ରା ଯୋଜନାକୁ ନେଇ ଏମିତି କିଛି କହିଛନ୍ତି…

ଗୁରୁବାର ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର ୨୫।୦୯: ଓଡିଶା ଆସିବେ ଜେପି ନଡ୍ଡା । ଗୁରୁବାର ଦିନ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବସିବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ହେବେ ସାମିଲ। ଖବର ଅନୁଯାୟୀ, ରାଜ୍ୟରେ…