Month: October 2024

ନବ ଦୁର୍ଗା ପୂଜା

(ସୁଲଗ୍ନା ମହାନ୍ତି): ଆଶ୍ବିନ ଶୁକ୍ଳ ପ୍ରତିପଦା ତିଥିରୁ ନବମୀ ପର୍ଯ୍ୟନ୍ତ ନବରାତ୍ରୀ ପୂଜା କରାଯାଏ। ଏଥିରେ ମା’ ଦୁର୍ଗାଙ୍କ ନଅଟି ସ୍ବରୂପକୁ ପୂଜା କରାଯାଏ, ଯାହାଙ୍କୁ ନବଦୁର୍ଗା…

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା, ନିଜର ନୂଆ ଦଳର ନାଁ ଘୋଷଣା କଲେ ପ୍ରଶାନ୍ତ କିଶୋର

ପୂର୍ବତନ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଆନୁଷ୍ଠାନିକ ଭାବେ ରାଜନୀତିରେ ପ୍ରବେଶ କରିଛନ୍ତି। ପ୍ରଶାନ୍ତ କିଶୋର ବୁଧବାର ପାଟନାରେ ଆନୁଷ୍ଠାନିକ ଭାବେ ତାଙ୍କର ନୂଆ ରାଜନୀତିକ ଦଳର…

୨ କୋଟି ୮୬ ଲକ୍ଷ ଟଙ୍କାରେ ନିଲାମ ହେଲା ମହାପ୍ରଭୁଙ୍କ ଅର୍ପଣ ଚାଉଳ

ପୁରୀ: ମହାପ୍ରଭୁଙ୍କ ଅର୍ପଣ ଚାଉଳ ନିଲାମ ହୋଇଛି। ମୋଟ ୧୦ହଜାର ୩୨୨ କ୍ବିଣ୍ଟାଲ ଅର୍ପଣ ଚାଉଳକୁ ୨କୋଟି ୮୬ ଲକ୍ଷ ଟଙ୍କାରେ ବିକ୍ରି କରିଛି ଶ୍ରୀମନ୍ଦିର ପ୍ରଶାସନ।…

ଝାଡଖଣ୍ଡ ନିର୍ବାଚନ ପାଇଁ ଓଡ଼ିଶା ରାଜଭବନ ବିଜେପିର ୱାର ରୁମ ପାଲଟିଛି: ବିଜେଡି

ଗତ କିଛି ଦିନ ଭିତରେ, ଓଡ଼ିଶାର ରାଜଭବନ ଭିତରେ ଦେଖ‌ିବାକୁ ମିଳିଥିବା କିଛି ରାଜନୈତିକ ଗତିବିଧ‌ିକୁ ନେଇ ଆଜି ବିଜୁ ଜନତା ଦଳ ପକ୍ଷରୁ ଏହା ଉପରେ…

ଆରଆଇ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଆଗରେ ଆଶାୟୀ ପରୀକ୍ଷାର୍ଥୀ

ଆରଆଇ ଏବଂ ଅମୀନ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସରକାରୀ ବାସଭବନ ସମ୍ମୁଖରେ ପହଞ୍ଚିଛନ୍ତି ଶହ ଶହ ଆଶାୟୀ ପରୀକ୍ଷାର୍ଥୀ ।…

କେନ୍ଦ୍ର କ୍ୟାବିନେଟରେ ଆଉ ୫ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା

ସାଂସ୍କୃତିକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ଶାସ୍ତ୍ରୀୟ ଭାଷା ତାଲିକାର ସମ୍ପ୍ରସାରଣ କରି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ କେନ୍ଦ୍ର କ୍ୟାବିନେଟ୍ ଆଉ ପାଞ୍ଚଟି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା…

ଅକ୍ଟୋବର ୯କୁ ଦିଆଯିବ ସୁଭଦ୍ରା ଦ୍ୱିତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି

ମହିଳାମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରୁଥିବା ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ପ୍ରଥମକିସ୍ତି ଅର୍ଥରାଶି ପ୍ରଥମ ପର୍ଯ୍ୟାୟରେ ୨୫ଲକ୍ଷ ୨୯ହଜାର ୭୨୦ ହିତାଧିକାରୀଙ୍କୁ ସେମାନଙ୍କର…

ହରିୟାଣାରେ ସରିଲା ନିର୍ବାଚନ ପ୍ରଚାର: ୫ରେ ଭୋଟ

ଆସନ୍ତା ୫ ତାରିଖରେ ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଗୁରୁବାର ସନ୍ଧ୍ୟାରେ ହାଇଭୋଲ୍‌ଟେଜ୍‌ ପ୍ରଚାର ଶେଷ ହୋଇଛି। ଭାଜପା ସରକାର ବିରୋଧୀ…

ଯାଜପୁର ଦେଖିବ ଉପ ନିର୍ବାଚନ !

ଭୁବନେଶ୍ୱର,୩।୧୦: ମୁଁ ପୁଣି ନିର୍ବାଚନ ଲଢିବାକୁ ପ୍ରସ୍ତୁତ। ଏପରି କହି ଯାଜପୁର ରାଜନୀତିକୁ ସରଗରମ କରିଛନ୍ତି ବିଜେଡିର ବଡ଼ ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୧।୧୦: BSKYକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଖୁବଶୀଘ୍ର ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ…