Month: October 2024

ନିଜ ବନ୍ଧୁକରୁ ଗୁଳି ବାଜିବା ପରେ ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଗୋବିନ୍ଦା

ମୁମ୍ବାଇ: ବଲିଉଡ୍‌ ଅଭିନେତା ତଥା ଶିବସେନା ନେତା ଗୋବିନ୍ଦା ମଙ୍ଗଳବାର ଦିନ ଗୁଳି ମାଡ଼ ଖାଇ ମୁମ୍ବାଇର ଏକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ନିଜ ବନ୍ଧୁକରୁ ହିଁ ଗୁଳି ବାଜି ଗୋବିନ୍ଦା ଆହତ ହୋଇ ଚିକିତ୍ସିତ ହେବାକୁ ହସ୍ପିଟାଲ୍‌ ଯାଇଛନ୍ତି।…

ସାଇବର କାଫେରେ OSSSC ପରୀକ୍ଷା

ଭୁବନେଶ୍ୱର,୩୦।୯: ରାଜ୍ୟରେ ସରକାରୀ ଚାକିରି କରାଇଦେବାକୁ ଅନେକ ଦଲାଲ ମାତିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଏକ ସାଇବର କାଫେରେ ଗ୍ରୁପ୍-ସି ଚାକିରି ପାଇଁ ପରୀକ୍ଷା କରାଯାଉଥିବା ଅଭିଯୋଗ ହୋଇଛି। ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌…

ଭକ୍ତ ଦେଇଥିବା ଅର୍ପଣ ଚାଉଳ ନିଲାମ ହେବ

ନିଲାମ ହେବ ମହାପ୍ରଭୁଙ୍କ ଅର୍ପଣ ଚାଉଳ। ମହାପ୍ରସାଦ ପାଇଁ ଗଚ୍ଛିତ ମହାପ୍ରଭୁଙ୍କ ଅର୍ପଣ ଚାଉଳ ନଷ୍ଟ ହୋଇ ଯାଉଥିବାରୁ ଶେଷରେ ଏହାକୁ ନିଲାମ କରିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ। ଏ ସଂକ୍ରାନ୍ତରେ ଯୋଗାଣ ବିଭାଗର ଅଧିକାରୀ, ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ,…