Month: November 2024

ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ୍ ପାଇଁ ମୁଖ୍ୟ ଶାସନ ସଚିବ ଙ୍କ ନିର୍ଦେଶ

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଅବସର ଗ୍ରହଣ ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ କରିବା ପାଇଁ ମୁଖ୍ୟ ସଚିବ ମନୋଜ ଆହୁଜା ନିର୍ଦେଶ କରିଛନ୍ତି । ଏହାସହିତ ପ୍ରତ୍ୟେକ ମାସର ୭ତାରିଖ ସୁଦ୍ଧା କେଉଁ ଅବସର ନେଉଥିବା ସରକାରୀ କର୍ମଚାରୀଙ୍କୁ ଅବସର…

ସୁରକ୍ଷା ବଳୟରେ ଯାଜପୁର, ୨୮ ପ୍ଲାଟୁନ୍‌ ଫୋର୍ସ ମୁତୟନ

ଯାଜପୁରସଦର: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ କେନ୍ଦ୍ରାଞ୍ଚଳ ଡିଆଇଜି ସତ୍ୟଜିତ ନାୟକ ଆଜି ଯାଜପୁରରେ ଏକ ସାମ୍ବାଦିକ ସମ୍ମିଳନୀ କରି ସବିଶେଷ ସୂଚନା ଦେଇଛନ୍ତି। ଘଟଣାରେ ସଂପୃକ୍ତ କୌଣସି ଅଭିଯୁକ୍ତଙ୍କୁ ଛଡ଼ାଯିବ ନାହିଁ। ନିରପେକ୍ଷ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।…

ଡିସିପି ଅଫିସ୍ ସମ୍ମୁଖରେ ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି

ଭୁବନେଶ୍ବର: ପୁଲିସ ଉପସ୍ଥିତିରେ ଡିସିପି ଅଫିସ୍ ସମ୍ମୁଖରେ ଅଭିନେତା ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି ହୋଇଥିବା ଜଣାଯାଇଛି। ଉଭୟଙ୍କ ହାତାହାତି ବେଳର ଦୃଶ୍ୟ ବି ଭାଇରାଲ୍ ହେବାରେ ଲାଗିଛି। ଖାଲି ସେତିକି ନୁହେଁ, ସେଠାରେ ଉପସ୍ଥିତ ଅନ୍ୟ…

ଲାଞ୍ଚ ଏବଂ ଠକେଇ ଅଭିଯୋଗରେ ଗୌତମ ଆଦାନୀ ହେଲେ ଅଭିଯୁକ୍ତ; ଗିରଫ ୱାରେଣ୍ଟ ଜାରି

ଆଦାନୀ ଗ୍ରୁପ୍‌ର ଚେୟାରମ୍ୟାନ୍ ତଥା ଭାରତୀୟ ଶିଳ୍ପପତି ଗୌତମ ଆଦାନୀଙ୍କ ପାଇଁ ଆମେରିକାରେ ଲାଗିଛି ବଡ ଝଟ୍‌କା । ଆମେରିକୀୟ ନିବେଶକଙ୍କୁ ଠକିବା ଏବଂ ଅଧିକାରୀମାନଙ୍କୁ ଲାଞ୍ଚ ଦେବା ଅଭିଯୋଗ ପରେ ଆମେରିକାର କୋର୍ଟରେ ଏହି ମାମଲାର ଶୁଣାଣି କରି ଗୌତମ…

ବିରଜା ହାଟ ସ୍ଥାନାନ୍ତରକୁ ନେଇ ଦୁଇ ଗୋଷ୍ଠି ମୁହାଁମୁହିଁ

ଯାଜପୁରରେ ଗତକାଲି ବିଧାୟକଙ୍କୁ ଆକ୍ରମଣ ପରେ ଆଜି ବିରଜା ହାଟର ପୁନଃଅବସ୍ଥାନକୁ ନେଇ ସପକ୍ଷ ଏବଂ ବିପକ୍ଷବାଦୀ ମୁହାଁମୁହିଁ ହୋଇଛନ୍ତି ।ଗୋଟିଏ ଗୋଷ୍ଠୀ ହାଟକୁ ପୁରୁଣା ସ୍ଥାନରେ ରଖିବାକୁ ଦାବି କରୁଥିବା ବେଳେ ଆଉ ଗୋଟିଏ ଗୋଷ୍ଠୀ ନୂଆ ସ୍ଥାନରେ ହାଟ…

ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ସୁଭଦ୍ରା ଯୋଜନାକୁ ନେଇ ଆଜି ଏକ ବଡ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ତୃତୀୟ ପର୍ଯ୍ୟୟରେ ସାମିଲ ହେବେ ସମସ୍ତ ଅଙ୍ଗନୱାଡି କର୍ମୀ। ସମସ୍ତଙ୍କର ଯାଞ୍ଚ ସରିଛି। ରାଜ୍ୟର ସମସ୍ତ ଆଙ୍ଗନବାଡି କର୍ମୀ ଏବଂ ସହାୟିକାଙ୍କୁ ଡିସେମ୍ବର ସୁଦ୍ଧା…

ଆଜି ମହାରାଷ୍ଟ୍ର, ଝାଡ଼ଖଣ୍ଡରେ ଭୋଟ୍‌ : ୨୩ରେ ଫଳାଫଳ

ଆଜି ମହାରାଷ୍ଟ୍ର ଓ ଝାଡଖଣ୍ଡ ବିଧାନସଭା ପାଇଁ ଭୋଟ୍ । ମହାରାଷ୍ଟ୍ରର ସମସ୍ତ ୨୮୮ ଆସନ ପାଇଁ ଭୋଟିଂ ଆରମ୍ଭ ହୋଇଥିବାବେଳେ ଆଜି ଗୋଟିଏ ପର୍ଯ୍ୟାୟରେ ମହାରାଷ୍ଟ୍ର ପାଇଁ ମତଦାନ ହେଉଛି। ଝାଡଖଣ୍ଡର ଅବଶିଷ୍ଟ ୩୮ ଆସନ ପାଇଁ ବି ମତଦାନ…

ଆଜିଠୁ ବରଗଡ଼ରେ ଧାନକିଣା

ବରଗଡ଼ ଜିଲାରେ ବୁଧବାରଠାରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବରଗଡ଼ ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ କଲାପାଣି ମାର୍କେଟ୍‌ ୟାର୍ଡ (ମଣ୍ଡି)ରେ ପୂର୍ବାହ୍ନ ୧୦ଟାରେ ଏହାର…

ବାରବାଟୀ ରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚର ଟିକେଟ୍ ଦର ହ୍ରାସ

୨୦୨୫ ଫେବୃଆରୀ ୯ ରେ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଭାରତ ବନାମ ଇଂଲଣ୍ଡ ଦିନିକିଆ ଆନ୍ତର୍ଜାତୀୟ ମ୍ୟାଚ ପାଇଁ ଟିକେଟ୍ ମୂଲ୍ଯ ହ୍ରାସ କରାଯାଇଛି। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ) ର ବରିଷ୍ଠ ଅଧିକାରୀଙ୍କ…

କଟକ ବାଲିଯାତ୍ରା ଅବଧି ବୃଦ୍ଧି

ଭୁବନେଶ୍ବର: ନୌବାଣିଜ୍ୟର ସ୍ମୁତି, ଉତ୍କଳର ସାଧବପୁଅମାନଙ୍କର ବ୍ୟବସାୟ ତଥା ଐତିହାସିକ କଟକ ବାଲିଯାତ୍ରା ଆସନ୍ତା ୨୨ ତାରିଖ ବଦଳରେ ୨୩ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଦର୍ଶକ, ବ୍ୟବସାୟୀ, କଳାକାରଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସରକାର ଓ ପ୍ରଶାସନ କଟକ ବାଲିଯାତ୍ରା-୨୦୨୪କୁ…