Month: November 2024

ଦିଲ୍ଲୀରେ ଚିନ୍ତାଜନକ ସ୍ଥିତିରେ ବାୟୁ ପ୍ରଦୂଷଣ

ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ସ୍ଥିତି ସାଂଘାତିକ ରୂପ ଧାରଣ କରିଛି। ଗୁରୁବାର ଦିଲ୍ଲୀର ଅଧିକାଂଶ ଅଞ୍ଚଳରେ ଏକ୍ୟୁଆଇ (ବାୟୁ ମାନକ ସ୍ଥିତି) ୪୦୦-୪୫୦ ରେକର୍ଡ କରାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରଦୂଷଣ ରୋକିବାକୁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ପ୍ରତିଷେଧାତ୍ମକ ପଦକ୍ଷେପ ଗ୍ରହଣ…

ପତିତପାବନଙ୍କ ମନ୍ଦିର ଓ ସିଂହାସନ ହେବ ରୂପା ଛାଉଣୀ

ଶ୍ରୀମନ୍ଦିର ସିଂହଦ୍ବାର ଦ୍ବାର ବନ୍ଧ ଓ ପତିତପାବନଙ୍କ ମନ୍ଦିର ସଂପୂର୍ଣ୍ଣ ରୁପା ଆଚ୍ଛାଦିତ କରାଯିବ। ଡିସେମ୍ବର ୨୫ ପୂର୍ବରୁ ଏହି କାମ ଶେଷ ହେବ। ନୂଆବର୍ଷ ରେ ଶ୍ରୀମନ୍ଦିର ଓ ପତିତପାବନଙ୍କ ମନ୍ଦିରର ଏହି ନୂଆରୂପ ଭକ୍ତମାନେ ଦେଖିପାରିବେ ବୋଲି ଶ୍ରୀମନ୍ଦିର…

ଆଜିଠୁ ‘କଟକ ବାଲିଯାତ୍ରା’

କଟକ: ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟର ମହାମେଳା ଐତିହାସିକ କଟକ ବାଲିଯାତ୍ରା। ବହୁବର୍ଷର ବ୍ୟବଧାନ ପରେ କଟକ ବାଲିଯାତ୍ରାକୁ ଉଦ୍‌ଘାଟନ କରିବେ ରାଜ୍ୟର ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ…

ଓଡିଶା ସଂସ୍କୃତି ଓ ପରମ୍ପରାକୁ ମନେପକାଉଛି କାର୍ତ୍ତିକ ପୂର୍ଣ୍ଣିମା

ସୁଲଗ୍ନା ମହାନ୍ତି – ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏହି ଅବସରରେ ‘ଆ କା ବା ବୈ…ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର।’ ଆଜି ଓଡ଼ିଶାର ଗାଁଠୁ ସହର ସବୁଠି କିଛି ଏଭଳି ଗୀତ ଗାଇ…

ଫେବୃଆରୀ ୨୧ ରୁ ମାଟ୍ରିକ ପରୀକ୍ଷା

କଟକ: ଆସନ୍ତା ଫେବୃଆରୀ ୨୧ ରୁ ମାଟ୍ରିକ ପରୀକ୍ଷା। ଉଭୟ ରେଗୁଲାର ଏକ୍ସ ରେଗୁଲାର ପାଇଁ ଅନୁଷ୍ଠିତ ହେବ ପରୀକ୍ଷା। ଫ୍ରେବୁଆରୀ ୨୧ରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ସମସ୍ତ ପରୀକ୍ଷା ଚାଲିବ । ପ୍ରଥମ ଦିନ ଅର୍ଥାତ ୨୧ ରେ…

୨୦୨୦, ୨୦୨୧ ଓ ୨୦୨୨ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା

ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ତାଙ୍କର ଆଜୀବନ ଅବଦାନ ପାଇଁ ବିଶିଷ୍ଟ ଲେଖକ, ନିର୍ଦ୍ଦେଶକ ତଥା ଥିଏଟର ବ୍ଯକ୍ତିତ୍ୱ ଅନନ୍ତ ମହାପାତ୍ରଙ୍କୁ ସମ୍ମାନଜନକ ଆୱାର୍ଡ ମୋହନ ସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର ପ୍ରଦାନ କରାଯିବ | ତାଙ୍କୁ ୨୦୨୦ ବର୍ଷ ପାଇଁ ଏହି…

ମା ତାରାତାରିଣୀଙ୍କ ମନ୍ଦିରରୁ ଚୋରି ଘଟଣା: ୪ ଜଣ ସେବାୟତ ଓ ୨ ଜଣ ରାତ୍ରୀ ଜଗୁଆଳୀଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା ତାରାତାରିଣୀଙ୍କ ମନ୍ଦିରରୁ ଚୋରି ଘଟଣା । ଚୋରିରେ ସମ୍ପୃକ୍ତ ଥିବା ୬ ଜଣଙ୍କୁ ଗିରଫ କଲା ପୋଲିସ । ଗିରଫ ୬ ଜଣଙ୍କ ମଧ୍ୟରେ ରହିଛନ୍ତି ୪ ଜଣ ସେବାୟତ ଓ ୨ ଜଣ ରାତ୍ର…

ପାରାଦୀପ ଠାରେ ଆୟୋଜିତ କଳିଙ୍ଗ ବାଲିଯାତ୍ରା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପାରାଦ୍ୱୀପ ଠାରେ ଆରମ୍ଭ ହୋଇସାରିଛି କଳିଙ୍ଗ ବାଲିଯାତ୍ରା ମହୋତ୍ସବ । ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଏହାକୁ ନେଇ ପାରାଦ୍ୱୀପ ସମୁଦ୍ର ବେଳାଭୂମିରେ ପ୍ରସ୍ତୁତି ଶେଷ ହୋଇଛି । ବିଜୁ ମଇଦାନରେ ଆରମ୍ଭ ହେଇଥିବା…

ଭାରତର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଂଜୀବ ଖାନ୍ନା

ଆଜି ଶପଥ ନେଲେ ଜଷ୍ଟିସ୍ ସଂଜୀବ ଖାନ୍ନା। ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସଂଜୀବ ଖାନ୍ନା। ଦିନ ୧୦ଟାରେ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ।…

ମହିଳା କମିଶନ ଅଧ୍ୟକ୍ଷ ପଦରୁ ହଟିଲେ ମିନତୀ ବେହେରା

ମହିଳା କମିଶନ ଅଧ୍ୟକ୍ଷ ପଦରୁ ମିନତୀ ବେହେରା ହଟିଛନ୍ତି । ମିନତୀଙ୍କ ପଦଚ୍ୟୁତ ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ନୂଆ ସରକାର ଆସିବା ପରେ ଗତ ଅକ୍ଟୋବର ମାସରେ ମହିଳା କମିଶନ…