Month: November 2024

ପେନସନ୍‌ ସମ୍ବନ୍ଧୀୟ ସରକାରୀ ନିର୍ଦ୍ଦେଶ: ଝିଅଙ୍କର ନାମ ହଟାଯାଇପାରିବ ନାହିଁ

ନୂଆଦିଲ୍ଲୀ:ସରକାରୀ କର୍ମଚାରୀଙ୍କ ପାଇଁ ପେନସନ୍ ସହିତ ଜଡିତ ଏକ ବଡ ଘୋଷଣା ସରକାରଙ୍କ ପକ୍ଷରୁ କରାଯାଇଛି। ସମସ୍ତ ପେନସନଭୋଗୀଙ୍କ ପାଇଁ ପେନସନଭୋଗୀ କଲ୍ୟାଣ ବିଭାଗ ଏକ ନୂତନ…

ହିତାଧିକାରୀଙ୍କୁ ୩ମାସର ଚାଉଳ ଆଗୁଆ ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ…

୨୦୩୬ ଅଲିମ୍ପିକ୍ସ ଆୟୋଜନ କରିବ ଭାରତ

ଏକ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଅଲିମ୍ପିକ୍ସ ୨୦୩୬ ପାଇଁ ଭାରତ ବିଡ୍ ଦାଖଲ କରିଛି। ଅକ୍ଟୋବର ୧, ୨୦୨୪ରେ ଭାରତୀୟ ଅଲିମ୍ପିକ୍ ସଂଘ ଅନ୍ତର୍ଜାତୀୟ ଅଲିମ୍ପିକ୍…

ଅଦିନିଆ ରଥଯାତ୍ରା ଶ୍ରୀମନ୍ଦିର ପରମ୍ପରାର ଉଲ୍ଲଂଘନ: ଗଜପତି ଦିବ୍ୟସିଂହ ଦେବ

ବିଦେଶରେ ଇସ୍କନର ଅଦିନିଆ ରଥଯାତ୍ରାର ଆୟୋଜନ ନେଇ ଗଜପତି ଦିବ୍ୟସିଂହ ଦେବ କଡ଼ା ଆଭିମୁଖ୍ୟ ପ୍ରଦର୍ଶନ କରିଛନ୍ତି। ଏନେଇ ସେ ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଅନ୍ୟ…

ନନ୍ଦନକାନନ ଏକ୍ସପ୍ରେସ ଉପରକୁ ଗୁଳିମାଡ଼, କାରଣ ଅସ୍ପଷ୍ଟ

ଭଦ୍ରକ: ନୂଆଦିଲ୍ଲୀରୁ ପୁରୀ ଅଭିମୁଖେ ଆସୁଥିବା ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ ଆଜି ସକାଳ ସା୍ଢ଼େ ୯ଟାରୁ ୧୦ଟା ଭିତରେ ଗୁଳିମାଡ଼ ହୋଇଥିବାର ଖବର ମିଳିଛି। ଭଦ୍ରକ-ବାଉଦପୁର ସେକସନ୍…

ନଭେମ୍ବର ଶେଷ ସପ୍ତାହରେ ମିଳିବ ‘ସୁଭଦ୍ରା’ ଯୋଜନାର ତୃତୀୟ ପର୍ଯ୍ୟାୟ ଟଙ୍କା

ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା । ନଭେମ୍ବର ଶେଷ ସପ୍ତାହରେ ମିଳିବ ‘ସୁଭଦ୍ରା’ ଯୋଜନାର ତୃତୀୟ ପର୍ଯ୍ୟାୟ ଟଙ୍କା । ୨୦ ଲକ୍ଷରୁ ଅଧିକ…

ନବୀନଙ୍କୁ ହରାଇବାକୁ କଣ୍ଟାବାଞ୍ଜି ପଠାଯାଇଥିଲା’ ବିସ୍ଫୋରକ ବୟାନ ଦେଲେ ସୁନନ୍ଦା ଦାସ

କିଛିଦିନ ପୂର୍ବରୁ ବିଜେଡି ଛାଡିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। ଏନେଇ ତାଙ୍କ ସ୍ବାମୀ ଦେବୁଲି ଦାସ ସୂଚନା ଦେଇଛନ୍ତି।…

ରତ୍ନ ଭଣ୍ଡାରରେ ନାହିଁ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ : ପୃଥ୍ଵୀରାଜ ହରିଚନ୍ଦନ

ଆଜି ପ୍ରକାଶ ପାଇଛି ପୁରୀ ଜଗନ୍ନାଥ ମନ୍ଦିରରେ ରତ୍ନ ଭଣ୍ଡାରର ପ୍ରାଥମିକ ସର୍ଭେ ରିପୋର୍ଟ । ରିପୋର୍ଟ ଅନୁସାରେ ରତ୍ନଭଣ୍ଡାରରେ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡଙ୍ଗ…