‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାରେ ଅଧପନ୍ତରିଆ କାମ ଶେଷ ହେବ
ଭୁବନେଶ୍ବର: ରାଜ୍ୟ ସରକାର ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାରେ ରାଜ୍ୟ ସରକାର ବର୍ଷକୁ ହଜାରେ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ଘୋଷଣା କରିସାରିଛନ୍ତି। ତେଣୁ ପୂର୍ବ ସରକାର ସମୟରେ ହୋଇଥିବା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାର ପ୍ରକଳ୍ପଗୁଡ଼ିକର…