Month: January 2025

ଫେବ୍ରୁଆରୀ ୫ରେ ଦିଲ୍ଲୀ ନିର୍ବାଚନ; ୮ରେ ଭୋଟ ଗଣତି

ଘୋଷଣା ହେଲା ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ। ଫେବୃଆରୀ ୫ ତାରିଖରେ ହେବ ଦିଲ୍ଲୀ ବିଧାନସଭା ନିର୍ବାଚନ । ଫେବୃଆରୀ ୮ରେ ରହିଛି ଭୋଟ୍ ଗଣତି । ସମସ୍ତ ୭୦ ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ । ଏନେଇ ସାମ୍ବାଦିକ…

ପ୍ରବାସୀ ଭାରତୀୟ ଦିବସ: ୩ ଦିନରେ ୫ଟି ଅଧିବେଶନ

ଆସନ୍ତାକାଲି ଠାରୁ ୧୦ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ମହାସମାରୋହରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଯାଉଛି । ପ୍ରବାସୀ ଭାରତୀୟ ଦିବସରେ ବିଶ୍ଵର କୋଣଅନୁକୋଣରେ ରହୁଥିବା ଭାରତୀୟ ଓଡ଼ିଶା ଆସୁଛନ୍ତି। ଏହି ମହାସମାରୋହ ପୂର୍ବରୁ ଆଜି ରାଜ୍ୟ ସରକାର ଓ ବୈଦେଶିକ…

ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ୯ଟି ନୂତନ ଗ୍ୟାଲେରୀ ଉଦଘାଟିତ

ଭୁବନେଶ୍ୱର ସ୍ଥିତ ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନଅ ଗୋଟି ନୂତନ ଗ୍ୟାଲେରୀର ଉଦଘାଟନ କରିଛନ୍ତି । ପ୍ରାଗ-ଐତିହାସିକ ଗ୍ୟାଲେରୀ, ରାଜକୀୟ ଓ ହାତୀଦାନ୍ତ ଗ୍ୟାଲେରୀ, ପ୍ରାଣୀ ବିଜ୍ଞାନ ଗ୍ୟାଲେରୀ, ଖଣି ଓ ଭୂ-ତତ୍ତ୍ୱ ଗ୍ୟାଲେରୀ…

ଡବଲ ଡେକର ବସ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜିଠୁ ଓଡ଼ିଶାରେ ଗଡ଼ିଲା ଡବଲ ଡେକର ବସ । ଆଜି ଡବଲ ଡେ଼କର ବସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୫ଟି ଡବଲ ଡେକର, ୧୦ଟି ହପ୍‌ ଅନ୍‌ ହପ୍‌ ଅଫ୍‌ ବସ୍‌ର ଶୁଭାରମ୍ଭ କରାଯାଇଛି । ଏଥିସହ…

ଯାଜପୁର ଚଣ୍ଡିଖୋଲରେ ହେବ ଅଶୋଧିତ ତୈଳ ରିଜର୍ଭ, ରାଜ୍ୟ ସରକାର ଦେଲେ ଅନୁମତି

ଭୁବନେଶ୍ୱର,୬।୧: ଯାଜପୁରରେ ହେବାକୁ ଥିବା ବହୁ ପ୍ରତିକ୍ଷିତ ଅଶୋଧିତ ତୈଳ ସଂରକ୍ଷଣକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ସୋମବାର ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି(HLCA) ବୈଠକରେ ଏହି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏତିରେ ଯାଜପୁରରେ ୪.୦୦ ଏମଏମଟି ଅଶୋଧିତ ତୈଳ ସଂରକ୍ଷଣ ସୁବିଧା…

ଯେକୌଣସି ସ୍ବାସ୍ଥ୍ୟ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ପ୍ରସ୍ତୁତ: ଓଡ଼ିଶା ସରକାର

ଚୀନରେ ବ୍ୟାପିଥିବା ହ୍ୟୁମାନ୍ ମେଟାନିମୋ ଭାଇରସ୍ (ଏଚଏମପିଭି) ଭାଇରସ ଦେଶରେ ଏଚଏମପିଭି ଭାଇରସ୍ ଚିହ୍ନଟ ହେବା ପରେ ଓଡ଼ିଶା ସରକାରଙ୍କ ପ୍ରସ୍ତୁତି ଆରମ୍ଭ କରିଦେଇଛି । କେନ୍ଦ୍ର ସରକାରଙ୍କ ଗାଇଡଲାଇନ ଆସିଲେ ପଦକ୍ଷେପ ନିଆଯିବ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।…

କର୍ଣ୍ଣାଟକରେ ଆରମ୍ଭ ହେଲା ମାସ୍କ କଟକଣା

ଚୀନରେ ବ୍ୟାପିଥିବା ଏଚଏମପିଭି ଭାଇରସ ଏବେ ଭାରତରେ ବ୍ୟାପିବାରେ ଲାଗିଛି । ଏହି ଏଚଏମପିଭି ଭାଇରସ ପାଇଁ କର୍ଣ୍ଣାଟକରେ ଆରମ୍ଭ ହେଲା ମାସ୍କ କଟକଣା । ବେଙ୍ଗାଲୁରୁରେ ୨ ଏଚଏମପିଭି ସଂକ୍ରମିତ ଚିହ୍ନଟ ପରେ ସତର୍କ ହୋଇଛନ୍ତି ରାଜ୍ୟ ସରକାର। ମାସ୍କ…

ଜାନୁଆରି ୮ ଓ ୯ ତାରିଖରେ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୮ଓ ୯ ତାରିଖରେ ଦୁଇଦିନିଆ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଗସ୍ତ କରିବେ । ପ୍ରଧାନମନ୍ତ୍ରୀ ମୋଦି ୮ ଜାନୁଆରିରେ ଆନ୍ଧ୍ରପ୍ରଦେଶଗସ୍ତରେ ଯାଇ ୨ ଲକ୍ଷ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ,…

କୋଲକାତାରେ HMPV; ଦେଶରେ HMPV ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ବେଙ୍ଗାଲୁରୁରୁ ୨ ଜଣ ଏଚଏମପିଭି ମାମଲା ଚିହ୍ନଟ ହୋଇଥିବା ବେଳେ, ଅହମ୍ମଦାବାଦ ଜଣେ ଏବଂ କୋଲକାତାରେ ଆଉ ଜଣେ HMPV ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହିତ ଦେଶରେ ଏବେ ମୋଟ ୪ ଟି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବେଙ୍ଗାଲୁରୁ…

ଜୟପୁରରେ ହେବ OPSCର ପରୀକ୍ଷା ଜୋନ୍‌

ଅବିଭକ୍ତ କୋରାପୁଟ ଜିଲ୍ଲା ପାଇଁ ଏକ ଖୁସି ଖବର । ଜୟପୁରରେ OPSCର ନୂଆ ପରୀକ୍ଷା ଜୋନ୍‌ ନେଇ ସୂଚନା ଜାରି ହୋଇଛି । ଲିଖିତ ପରୀକ୍ଷା ପାଇଁ ଜୟପୁରରେ ନୂଆ ଜୋନ୍‌ ନେଇ OPSC ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି…