Month: January 2025

ଓଡ଼ିଶାରେ ୪୪ ହଜାର ୭୯୩ କୋଟି ଟଙ୍କାର ବଡ଼ ପୁଞ୍ଜିନିବେଶ

ଓଡ଼ିଶାରେ ଶିଳ୍ପ କ୍ଷେତ୍ରରେ ବିନିଯୋଗ ହେବ ୪୪ ହଜାର ୭୯୩ କୋଟି ଟଙ୍କା । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି ବୈଠକରେ ପୁଞ୍ଜିନିବେଶକୁ ମଞ୍ଜୁରୀ ମିଳିଛି । ପୁଞ୍ଜିନିବେଶ ଦ୍ବାରା ରାଜ୍ୟରେ ୨୩୦୦୫ ନିଯୁକ୍ତି ସୃଷ୍ଟି…

ପ୍ରବାସୀ ଭାରତୀୟ ଦିବସ’ ପାଇଁ ଟ୍ରାଫିକ କଟକଣା ଜାରି

ଜାନୁଆରୀ ୮ ରୁ ୧୦ ତାରିଖ ଯାଏଁ ଭୁବନେଶ୍ୱରରେ ହେବାକୁଥିବା ପ୍ରବାସୀ ଭାରତୀୟ ଦିବସ ପାଇଁ କମିଶନରେଟ୍ ପୁଲିସ ଟ୍ରାଫିକ୍ କଟକଣା ଜାରି କରିବା ସହ ସେହି ଅନୁଯାୟୀ ଯାତ୍ରା ଯୋଜନା କରିବାକୁ ସାଧାରଣ ଜନତାଙ୍କୁ ଅନୁରୋଧ କରିଛନ୍ତି । ଭାରତର…

ଜୈବିକ ପଦ୍ଧତିରେ ଉତ୍ପାଦିତ ହେଉଥିବା ଚାଉଳରେ ତିଆରି ହେବ ଅବଢ଼ା !

ଖୁବ୍‌ଶୀଘ୍ର ଜୈବିକ ପଦ୍ଧତିରେ ଉତ୍ପାଦିତ ହେଉଥିବା ଚାଉଳରେ ତିଆରି ହେବ ଅବଢ଼ା ! ଏବେ ଅବଢ଼ାରେ ବ୍ୟବହାର ହେଉଥିବା ଚାଉଳ ରାସାୟନିକ ସାର ପ୍ରୟୋଗ ଦ୍ଵାରା ପ୍ରସ୍ତୁତ ହେଉଛି । ତେଣୁ ଜୈବିକ ପଦ୍ଧତି ଦ୍ଵାରା ଉତ୍ପାଦିତ ଚାଉଳ ବ୍ୟବହାର ହେଲେ…

ଜାନୁଆରୀ ୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜାନୁଆରୀ ୮ ତାରିଖ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚି ରାଜଭବନ ଯାଇ ରାତ୍ରିଯାପନ କରିବେ । ୯ ତାରିଖ ଜନତା ମଇଦାନରେ ଅନୁଷ୍ଠିତ ପ୍ରବାସୀ ଭାରତୀୟ…

ଜାନୁୟାରୀ ୧୫ ପରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବ

ଆସନ୍ତା ଜାନୁଆରୀ ମାସ ୧୫ ତାରିଖ ପରେ ହିତାଧିକାରୀଙ୍କୁ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏକ କୋଟି ହିତାଧିକାରୁଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏ ନେଇ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ପାଣିକୋଇଲିରେ ଲୁଟ୍‌ ଉଦ୍ୟମ ବେଳେ ଗୁଳିମାଡ଼; ୨ ମୃତ

ଯାଜପୁର ପାଣିକୋଇଲିରେ ଲୁଟ୍ ଉଦ୍ୟମ ହୋଇଥିବା ଗୁଳିମାଡ଼ରେ ଦୁଇ ଜଣ ମୃତ୍ୟୁବରଣ କରିଛନ୍ତି । ସୁନା ଦୋକାନରୁ ଲୁଟ୍ ଉଦ୍ୟମ ବେଳେ ପ୍ରତିରୋଧ ବେଳେ ଦୁଇ ଜଣଙ୍କୁ ଗୁଳିମାଡ଼ ହୋଇଥିଲା । ପାଣିକୋଇଲି ବଜାରକୁ ବାଇକ୍‌ରେ ଆସିଥିଲେ ଦୁର୍ବୃତ୍ତ। ଜଣଙ୍କୁ ସ୍ଥାନୀୟ…

ଜାନୁଆରୀ ୨୮ରେ “ଉତ୍କର୍ଷ ଓଡ଼ିଶା କନକ୍ଲେଭ୍”ରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଜାନୁଆରୀରେ ୨ ଥର ଓଡ଼ିଶା ଆସିବେ ମୋଦି । ଜାନୁଆରୀ ୨୮ ଓ ୨୯ରେ ଭୁବନେଶ୍ୱରରେ ଅନୁଷ୍ଠିତ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୨୮ ତାରିଖ ଦିନ ପ୍ରଧାନମନ୍ତ୍ରୀ ଆସି ଉପସ୍ଥିତ ଶିଳ୍ପପତି…

ମନୋଜ ସାହୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ମିଳିଲା ନୂଆ ନିଯୁକ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତି ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ଇଣ୍ଟର କ୍ୟାଡର ଡେପୁଟେସନରେ ଆସିଥିବା ମନୋଜ ସାହୁଙ୍କୁ ନିଯୁକ୍ତି ମିଳିଛି। ମନୋଜ ୨୦୦୬ ବ୍ୟାଚର ଆଇଏଏସ ଅଧିକାରୀ। ଓଡ଼ିଶାକୁ ବଦଳି…

ଆୟୁଷ୍ମାନ ଭାରତ ଯୋଜନାରେ ଦେଶର ୩୦ ହଜାର ଡାକ୍ତରଖାନାରେ ଚିକିତ୍ସା ସୁବିଧା

ଚଳିତ ବର୍ଷ ଫେବ୍ରୁଆରିରୁ ରାଜ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଥିବା ଆୟୁଷ୍ମାନ ଭାରତ ଯୋଜନାରେ ମହିଳାମାନଙ୍କୁ ମିଳିବ ୧୦ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା ମିଳିବ। ଏଥିସହ ସେମାନଙ୍କୁ ଦେଶର ୩୦ ହଜାର ଡାକ୍ତରଖାନାରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ। ଏନେଇ…

ସରକାରୀ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କଲା OSSSC

ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ବିଭିନ୍ନ ବର୍ଗରେ ଶିକ୍ଷକ ନିଯୁକ୍ତି କରିବା ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। OSSSC ଜାରି କରିଥିବା ବିଜ୍ଞପ୍ତି ଅନୁଯାୟୀ ଶାରୀରିକ ଶିକ୍ଷା ଶିକ୍ଷକ (ପିଇଟି), ତାଲିମ ସ୍ନାତକ ଶିକ୍ଷକ (ଟିଜିଟି) ଏବଂ ସଂସ୍କୃତ…