Month: May 2025

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ବିଭିନ୍ନ ପ୍ରକଳ୍ପର କରିବେ ଶିଳାନ୍ୟାସ

ଭୁବନେଶ୍ବର ୨।୫: ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ୧୦ ଏବଂ ୧୧ ତାରିଖରେ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏ…

ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି

ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି । କିଛି ମାସ ହେଲା ରାଜ୍ୟରେ ପାର୍ଟ ପ୍ଲଟ୍ ପଞ୍ଜୀକରଣ ବନ୍ଦ ହୋଇଥିବାବେଳେ ଆସନ୍ତା ମାସରେ ପୁଣି ପାର୍ଟ ପ୍ଲଟ୍ ପଞ୍ଜୀକରଣ ଆରମ୍ଭ ହେବାକୁ ଯାଉଛି । ଏନେଇ ଆଜି…

କିଟ୍ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଆରମ୍ଭ ହୋଇଛି ତଦନ୍ତ ଆରମ୍ଭ ହୋଇଛି: ଆଇନମନ୍ତ୍ରୀ

ପୁଣି ଚର୍ଚ୍ଚାରେ କିଟ୍ ବିଶ୍ଵବିଦ୍ୟାଳୟ। ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ନେଇ ଏବେ ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି । ଏହି ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଏହି ଘଟଣାର…

ଡାକ୍ତରମାନେ ସବୁବେଳେ ଜେନେରିକ୍ ଔଷଧ ଲେଖିବାକୁ ସୁପ୍ରିମ କୋର୍ଟଙ୍କ ପରାମର୍ଶ

କରାଯିବା ଉଚିତ ସର୍ବୋଚ୍ଚ ନ୍ୟାୟଳୟ କହିଛନ୍ତି। ଏକ ସ୍ବାସ୍ଥ୍ୟ ଜନିତ ଜନସ୍ବାର୍ଥ ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତିଙ୍କ ନେତୃତ୍ବାଧିନ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସରକାର ଏହାକୁ କାର୍ଯ୍ୟକାରୀ କରିବା ପାଇଁ ଏକ ନୀତି ପ୍ରଣୟନ କରିବାକୁ କହିଛନ୍ତି।…

ଷଷ୍ଠ ଦିନରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଙ୍ଘନ; ଉଭୟ ଦେଶର DGMOଙ୍କ କଥାବାର୍ତ୍ତା

ଭାରତୀୟ ସୀମାରେ ଆଜି ପୁଣି ପାକିସ୍ତାନର ଗୁଳିମାଡ଼ । ଲଗାତାର ଷଷ୍ଠ ଦିନରେ ଏଲଓସିରେ ଅସ୍ତ୍ର ବିରତି ଉଲ୍ଲଂଘନ କରିଛି ପାକିସ୍ତାନ ସେନା । କାଲି ଯାଏଁ ଏଲଓସିରେ ଅସ୍ତ୍ରବିରତି ଉଲଂଘନ କରୁଥିଲା ପାକ୍ ହେଲେ ଆଜି ପ୍ରଥମଥର ପାଇଁ ଅନ୍ତର୍ଜାତୀୟ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷ ଗସ୍ତ ବାତିଲ

ପହଲଗାମ ଆକ୍ରମଣ ପରେ ପାକିସ୍ତାନ ସହିତ ଭାରତର ଉତ୍ତେଜନା ବଢ଼ିବାରେ ଲାଗିଛି । ଏହି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷ ଗସ୍ତ ବାତିଲ କରିଛନ୍ତି । ମେ ୯ ତାରିଖରେ ରୁଷର ରାଜଧାନୀ ମସ୍କୋରେ ହେବାକୁ ଥିବା ବିଜୟ ଦିବସ…